ଆମେରିକାରେ ପହଞ୍ଚିଲେ ମୋଦି, ଆଜି ଉପରାଷ୍ଟ୍ରପତି କମଲା ହାରିସଙ୍କ ସହ ଆମେରିକୀୟ କମ୍ପାନୀ ସିଇଓଙ୍କୁ ଭେଟିବେ
ଓ୍ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ଅନେକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।
ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନ୍ୟ ବିଶ୍ୱ ନେତାଙ୍କ ସହ ଆଲୋଚନା କରିବେ ଏବଂ…