ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି
ସପ୍ତମ ବେତନ କମିଶନର ୩୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିଷ୍ପତ୍ତି
ଭୁବନେଶ୍ବର: ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧…