ଗଭୀର ଅବପାତର ରୂପ ନେଲା ଅବପାତ, ୧୨ ଘଣ୍ଟାରେ ବାତ୍ୟାରେ ପରିଣତ ସମ୍ଭାବନା,୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତର ରୂପ ନେଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେଇପାରେ । ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ଗଞ୍ଜାମ, ରାୟଗଡା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ…