କରୋନା ସଂକ୍ରମଣ ବୃଦ୍ଧି ମଧ୍ୟରେ ୮ ରାଜ୍ୟକୁ କେନ୍ଦ୍ରର ଚିଠି, ଟେଷ୍ଟିଂ, ଟିକାକରଣ ବଢ଼ାଇବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ: କରୋନା ମାମଲାରେ ହଠାତ୍ ବୃଦ୍ଧି ପାଇବା ପରେ କେନ୍ଦ୍ର ସରକାର ସଂକ୍ରମଣ ହାର ଅଧିକ ଥିବା ୮ଟି ରାଜ୍ୟକୁ ଚିଠି ଲେଖିଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଏହି ରାଜ୍ୟଗୁଡ଼ିକୁ ସ୍ପଷ୍ଟ ଭାବରେ କହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଗୁରୁବାର ଦିନ ଦିଲ୍ଲୀ,…