ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ସମାଜର ପୂର୍ବତନ ସଂପାଦିକା ତଥା ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍‌ ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଜଣେ ଶିକ୍ଷାବିତ୍‌, ସାହିତ୍ୟିକ ତଥା ସୁବକ୍ତା ଭାବରେ ସ୍ବର୍ଗତ ମହାପାତ୍ର ଓଡିଆ ସାରସ୍ବତ ଜଗତରେ ନିଜ…