ପାନାମା ପେପର୍ସ ମାମଲା: ଇଡିରେ ହାଜର ହେଲେ ଐଶ୍ୱର୍ଯ୍ୟା

ନୂଆଦିଲ୍ଲୀ: ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ସୋମବାର ୨୦୧୬ "ପାନାମା ପେପର" ଲିକ୍ ସମ୍ବନ୍ଧୀୟ ଏକ ମାମଲାରେ ପଚରାଉଚରା ପାଇଁ ଏଠାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଛନ୍ତି। ଏ ସମ୍ବନ୍ଧରେ ଇଡି ପକ୍ଷରୁ ତାଙ୍କୁ ନୋଟିସ୍ ଜାରି କରାଯାଇଥିଲା । ବୈଦେଶିକ ବିନିମୟ…

ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ନିର୍ବାଚନ ଆଇନ (ସଂଶୋଧନ) ବିଲ୍ ଲୋକସଭାରେ ପାରିତ, ଭୋଟର ତାଲିକାକୁ ଆଧାର ସହ ଯୋଡ଼ିବା…

ନୂଆଦିଲ୍ଲୀ: ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ନିର୍ବାଚନ ଆଇନ (ସଂଶୋଧନ) ବିଲ୍, ୨୦୨୧ ଲୋକସଭାରେ ପାରିତ ହୋଇଛି । ଏହି ବିଲରେ ଭୋଟର କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ପାଇଁ ପ୍ରସ୍ତାବ ରହିଛି। ଏହାପୂର୍ବରୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ଏଆଇଏମଆଇଏମ, ଆରଏସପି, ବିଏସପି ଭଳି ଦଳ ଏହି ବିଲ୍ କୁ…

ଶ୍ରୀମନ୍ଦିରକୁ ଭକ୍ତଙ୍କ ଦାନ : ମାଗଣା ମହାପ୍ରସାଦ ବଂଟନ ପାଇଁ ୨୦ ଲକ୍ଷ ଓ ଶ୍ରୀଜିଉଙ୍କ ବ୍ୟବହାର ପାଇଁ ୩ଟି ରୂପାଥାଳି

ପୁରୀ – ମହାପ୍ରସାଦ ମାଗଣାରେ ବଂଟନ କରିବା ପାଇଁ ଜଣେ ଭକ୍ତ ୨୦ ଲକ୍ଷ ଟଙ୍କା ଦାନ କରିଛନ୍ତି । ବାଲେଶ୍ୱର ଖଇରାର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ଦାସ ୨୦ ଲକ୍ଷ ଟଙ୍କାର ଚେକ୍ ଉନ୍ନୟନ ପ୍ରଶାସକଙ୍କୁ ପ୍ରଦାନ କରିଛନ୍ତି । ୧୦ ଲକ୍ଷ ଟଙ୍କାର ଦୁଇଟି ଚେକ୍ ଉନ୍ନୟନ ପ୍ରଶାସକଙ୍କୁ ଦେଇଛନ୍ତି…

ବିଜେଡିରେ ଯୋଗ ଦେଲେ ସୋନପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ପୂୂର୍ବତନ ସଭାପତି

ଭୁବନେଶ୍ୱର- ବିଜେଡିରେ ସାମିଲ ହୋଇଛନ୍ତି ସୋନପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ପୂର୍ବତନ ସଭାପତି କରମଚାନ୍ଦ ମହାନ୍ତି । ବିଜେଡି ଯୁବ ଜନତା ଦଳ ମୁଖ୍ୟାଳୟରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି…

ରାଜ୍ୟରେ ଶୀତ ବଢିବ, ଆସନ୍ତାକାଲି ସକାଳ ଯାଏଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର-ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି । ଗତକାଲି ରାତିରେ ରାଜ୍ୟର ୧୩ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା । ତେବେ ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି ଯେ, ରାଜ୍ୟରେ ଶୀତ ଆହୁରି ବଢିବ । ଉତ୍ତର –ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ବହୁଥିବାରୁ ରାଜ୍ୟରେ ଶୀତ ବଢିବ…