ପର୍ବପର୍ବାଣି ସମୟରେ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଅବହେଳା ପରିଲକ୍ଷିତ ହେଲେ ଲକଡାଉନ

ଶିକ୍ଷାନୁଷ୍ଠାନ ଗୁଡିକରେ ଅଚାନକ ପରିଦର୍ଶନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଧାର୍ମିକ ଅନୁଷ୍ଠାନ, ଡାକ୍ତରଖାନା, ଅଫିସ ଓ ହାଟ ବଜାରରେ କୋଭିଡ ନିୟମ କଡାକଡି ପାଇଁ ନିର୍ଦ୍ଦେଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି…