ଆଜିଠାରୁ ଓଜେଇଇ, ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ଭୁବନେଶ୍ୱର- ଆଜିଠାରୁ ଆରମ୍ଭ ହୋଇଛି ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା - ଓଜେଇଇ । ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଓଜେଇଇ ଦେଉଛନ୍ତି । ପରୀକ୍ଷା ୧୮ ତାରିଖ ଯାଏଁ ଚାଲିବ । ୩ଟି ସିଫ୍ଟରେ ପରୀକ୍ଷା ହେବ । ସକାଳ ୯ରୁ ୧୧, ସାଢେ ୧୨ରୁ ସାଢେ ୨, ଅପରାହ୍ନ ୪ରୁ ୬ ଯାଏଁ ପରୀକ୍ଷା ହେବ । ଆଜି…

ଲଘୁଚାପରେ ପରିଣତ ହୋଇପାରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ଦୁଇ ଦିନ ପ୍ରବଳ ବର୍ଷିବା ସମ୍ଭାବନା

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୨ ଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୨ଟି ଜିଲ୍ଲାକୁ…