ଟୋକିଓ ପାରାଲିମ୍ପିକ୍ସ: ସ୍ବର୍ଣ୍ଣ ପଦକରୁ ପାଦେ ଦୂରରେ ଭାବିନା ପଟେଲ

ଟୋକିଓ: ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ ଗେମ୍ସରୁ ଭାରତ ପାଇଁ ଖୁସି ଖବର ଆସିଛି | ଭାରତର ଷ୍ଟାର ଟେବୁଲ ଟେନିସ ଖେଳାଳି ଭାବିନା ପଟେଲ ଫାଇନାଲରେ ନିଜର ସ୍ଥାନ ପକ୍କା କରିଛନ୍ତି। ଭାବିନା ପଟେଲ ସେମିଫାଇନାଲରେ ଚୀନର ଝାଙ୍ଗ୍ ମିଆଓଙ୍କୁ ହରାଇ ଫାଇନାଲରେ ପ୍ରବେଶ କରି ସ୍ବର୍ଣ୍ଣ ପଦକ ଆଶା…

କରୋନା ଅପଡେଟ୍: ଦିନକରେ ୪୬,୭୫୯ ନୂଆ ମାମଲା, ୫୦୯ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଊର୍ଦ୍ଧ୍ବ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬ ହଜାର ୭୫୯ ନୂଆ କରୋନା ମାମଲା ରୁଜୁ ହୋଇଛି। ଦିନକରେ ୫୦୯ ଜଣଙ୍କର ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟାରେ…

ଆଇଏସ୍ ଉପରେ ଆମେରିକାର ଡ୍ରୋନ୍ ଆକ୍ରମଣ, କାବୁଲ ବିସ୍ଫୋରଣ ମାଷ୍ଟରମାଇଣ୍ଡ ନିହତ

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲ ଉପରେ ଆତ୍ମଘାତୀ ବିସ୍ଫୋରଣ କରାଇଥିବା ଆତଙ୍କବାଦୀ ସଂଗଠନ ଆଇଏସଆଇଏସ ବିରୋଧରେ ଆମେରିକା କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଆଫଗାନିସ୍ତାନରେ ଆଇଏସ୍ ଶିବିର ଉପରେ ଆମେରିକା ଡ୍ରୋନ୍ ଆକ୍ରମଣ କରିଛି। କାବୁଲ ବିସ୍ଫୋରଣରେ ବର୍ତ୍ତମାନ ପର୍ଯ୍ୟନ୍ତ ଏକ ଡଜନ…

ରାଜ୍ୟରେ ଆଉ ୬୮ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୬୮ ଜଣ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର ଜିଲ୍ଲାରୁ ୬, ଅନୁଗୁଳରୁ ୫, ମୟୂରଭଞ୍ଜରୁ ୫ ଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର,…

ରାଜ୍ୟରେ ଆଉ ୭୭୯ କୋରୋନା ଆକ୍ରାନ୍ତ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ଆକ୍ରାନ୍ତଙ୍କ ସଂଖ୍ୟା ୧୦୫

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୭୭୯ ନୂଆ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୪୫୪ ଓ ସ୍ଥାନୀୟ ଅଞ୍ଚଳରୁ ୩୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୫ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା…