ଉତ୍ତମ ସ୍ୱାସ୍ଥ୍ୟଠାରୁ ବଡ ସମ୍ପଦ କିଛି ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ପାଇବା ପରେ ମାଲକାନଗିରିର ମାଆମାନଙ୍କ ମୁହଁରେ ସୁରକ୍ଷା ଓ ଆତ୍ମସନ୍ତୋଷର ହସ ଫୁଟିଛି । ଏହିହସ ତାଙ୍କୁ ସବୁଠୁ ଆନନ୍ଦ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରିଛନ୍ତି । ସମସ୍ତେ ସୁସ୍ଥ ରହିବା ସେ ଚାହାନ୍ତି…

ରାଜ୍ୟରେ ଆଉ ୬୮ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୮ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ ଜିଲ୍ଲାରୁ ସର୍ବାଧିକ ୧୭, ଜଗତସିଂହପୁର ଜିଲ୍ଲାରୁ ୧୫, ଢେଙ୍କାନାଳରୁ ୯, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଯାଜପୁର…

ରାଜ୍ୟରେ ୧ ହଜାର ତଳେ ସ୍ଥିର ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୭୬୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୧୮ ବର୍ଷରୁ କମ୍ ବୟସ୍କଙ୍କ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୦୧ । ସଙ୍ଗରୋଧରୁ ୪୪୩ ଓ ସ୍ଥାନୀୟ ଅଞ୍ଚଳରୁ ୩୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୯ ଏବଂ…

ଆଜିଠାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଆରମ୍ଭ

ଭୁବନେଶ୍ୱର- ଆଜିଠାରୁ ଶ୍ରୀମନ୍ଦିର ସବୁ ଭକ୍ତମାନଙ୍କ ପାଇଁ ଖୋଲିଛି । ସର୍ବସାଧାରଣ ଦର୍ଶନ ଆଜିଠାରୁ ଆରମ୍ଭ ହୋଇଛି । ସକାଳ ୭ଟାରୁ ଭକ୍ତମାନଙ୍କ ପାଇଁ ମନ୍ଦିର ଖୋଲାଯାଇଛି । କୋରୋନା କଟକଣା ମଧ୍ୟରେ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି ଭକ୍ତ । ତିନି ମାସରୁ ଅଧିକ ସମୟ ଧରି ବନ୍ଦ ରହିଲା ପରେ ଗତ…