ମାଲକାନଗିରିରୁ ନବୀନ ଆରମ୍ଭ କଲେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ: ମହିଳାମାନଙ୍କୁ ପ୍ରାଧାନ୍ୟ

ଭୁବନେଶ୍ୱର: ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରିରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। । ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା…

ବାଣପୁର ଗ୍ୟାସ ଟାଙ୍କି ଫାଟିବା ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ…

ଚିକିତ୍ସା ପାଇଁ ଲୋକେ ଜମି ବିକିବା ଓ ପିଲାଙ୍କ ପାଠପଢା ବନ୍ଦ କରିବା ଦୁଃଖଦାୟକ : ମୁଖ୍ୟମନ୍ତ୍ରୀ

ମାଲକାନଗିରି – ମାଲକାନଗିରିରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଚିକିତ୍ସା ପାଇଁ ଲୋକେ ଜମି ବିକନ୍ତି ଓ ପିଲାଙ୍କ ପାଠପଢା ମଧ୍ୟ ବନ୍ଦ କରିଦିଅନ୍ତି । ଏଭଳି ଘଟଣା ତାଙ୍କୁ ଭାରି ଦୁଃଖ ଦିଏ ବୋଲି ନବୀନ କହିଛନ୍ତି । ଲୋକଙ୍କ…