ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ

ଭୁବନେଶ୍ୱର- ରାଜ୍ୟର ୧୨ଟି ଜିଲ୍ଲାରେ ସ୍ୱାସ୍ଥ୍ୟକର୍ମୀ ଓ ସାଧାରଣ ଲୋକଙ୍କ ମଧ୍ୟରେ ସେରୋ ସର୍ଭେ କରିବା ପାଇଁ ଆରଏମଆରସିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଏ ବାବଦରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଭୁବନେଶ୍ୱର ସ୍ଥିତ ଆରଏମଆରସି…

ଟୋକିଓ ଅଲିମ୍ପିକ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଜାତୀୟ ହକି ଦଳକୁ ସମ୍ବର୍ଦ୍ଧିତ କରିବେ ରାଜ୍ୟ ସରକାର

ଭୁବନେଶ୍ୱର – ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରି ସାରାଦେଶକୁ ଉଲ୍ଲସିତ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଆଜି ଭୁବନେଶ୍ୱରରେ ସମ୍ବର୍ଦ୍ଧିତ କରାଯିବ । ଦୁଇ ଦଳ ଆଜି ଭୁବନେଶ୍ୱରରେ ପହଞ୍ଚୁଛନ୍ତି । କଳିଙ୍ଗ ହକି ଷ୍ଟାଡିୟମରେ ଓଡିଶା ସରକାର ହକି ଖେଳାଳିଙ୍କୁ…

ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୭ ହଜାର ପାର, ଆଉ ୬୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୬୮ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବିଭିନ୍ନ ଜିଲ୍ଲାରୁ ସଂଗୃହୀତ ତଥ୍ୟ ଅନୁସାର କଟକ ଜିଲ୍ଲାରୁ ୧୪ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ ଓ ଜଗତସିଂହପୁରରୁ ୮ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ…

ରାଜ୍ୟରେ ଲଗାତର ଦ୍ୱିତୀୟ ଦିନ କୋରୋନା ସଂକ୍ରମଣ ୧ ହଜାର ତଳେ, ୭୨୦ ନୂଆ ଆକ୍ରାନ୍ତ

ଭୁବନେଶ୍ୱର – ରାଜ୍ୟରେ ଲଗାତର ଦ୍ୱିତୀୟ ଦିନ ଦୈନିକ କୋରୋନା ସଂକ୍ରମଣ ୧ ହଜାର ତଳେ ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୨୦ କୋରୋନା ଆକ୍ରାନ୍ତ । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ୍କଙ୍କ ସଂଖ୍ୟା ରହିିଛି ୯୬ । ସଙ୍ଗରୋଧରୁ ୪୨୧ ଏବଂ ସ୍ଥାନୀୟ ଅଂଚଳରୁ ୨୯୯ ଚିହ୍ନଟ…