ତୃତୀୟ ଲହରୀ ଆଶଙ୍କା, ଗତ ୧୧ ଦିନରେ ବେଙ୍ଗାଲୁରୁରେ ୫୪୩ ପିଲା ସଂକ୍ରମିତ, ଜରୁରୀ ବୈଠକ ଡକାଇଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ: ତୃତୀୟ ଲହରୀ ଆଶଙ୍କା ମଧ୍ୟରେ କର୍ଣ୍ଣାଟକରେ କରୋନା ସଂକ୍ରମିତ ପିଲାମାନଙ୍କ ସଂଖ୍ୟା ବୃଦ୍ଧି ପାଇବା ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ଗତ ୧୧ ଦିନରେ କେବଳ ବେଙ୍ଗାଲୁରୁରେ ହିଁ ୫୪୩ ପିଲା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ସଂକ୍ରମିତଙ୍କ ମଧ୍ୟରେ ୧ ବର୍ଷରୁ…

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର…

ସମ୍ଭାବ୍ୟ ତୃତୀୟ ଲହରୀ ପାଇଁ ପ୍ରସ୍ତୁତି : ହସପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ଶିଶୁଙ୍କ ହେବ ଆରଟିପିସିଆର ଟେଷ୍ଟ

ଭୁବନେଶ୍ୱର –ରାଜ୍ୟରେ କୋରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଗୁୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ହସପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ସବୁ ଶିଶୁଙ୍କର ଆରଟିପିସିଆର୍ ପରୀକ୍ଷା କରାଯିବ । ଶିଶୁ ୱାର୍ଡରେ ଆଡମିଶନ ହେବା ପୂର୍ବରୁ ଶିଶୁମାନଙ୍କ ପରୀକ୍ଷାକୁ ସୁନିଶ୍ଚିତ କରାଯିବ ।…