ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ ପରେ ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସର୍ବଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ ଗେମ୍ସରେ ଚମତ୍କାର ପ୍ରଦର୍ଶନ ପରେ ଭାରତର ଉଭୟ ପୁରୁଷ ଓ ମହିଳା ହକି ଦଳର ର଼୍ୟାଙ୍କିଙ୍ଗରେ ଉନ୍ନତି ଘଟିଛି । ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ଐତିହାସିକ ବ୍ରୋଞ୍ଜ ପଦକ ଜିତିବାରେ ସଫଳ ହୋଇଥିବାବେଳେ ମହିଳା ଦଳ ପ୍ରଥମ ଥର ପାଇଁ ସେମିଫାଇନାଲରେ…

ବିଜୁ ଯୁବଜନତା ଦଳ ସମ୍ବଲପୁର ତରଫରୁ ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଯୋଗିପାଲି ଠାରେ ରକ୍ତଦାନ ଶିବିର

ସମ୍ବଲପୁର: ବିଜୁ ଯୁବଜନତା ଦଳ ସମ୍ବଲପୁର ଓ ଓଡିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଧନକଉଡା ବ୍ଲକର ଯୋଗିପାଲିଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରକୁ ପୂର୍ବତନ ଏସ୍.ଡି.ଏ ଅଧକ୍ଷ ବିଜୟ କୁମାର ମହାନ୍ତି ମୁଖ୍ୟ ଅତିଥି ରୂପେ…

ପେଗାସସ୍ ପ୍ରସଙ୍ଗରେ ଆଲୋଚନା ପାଇଁ ସଂସଦର ମୌସୁମୀ ଅଧିବେଶନ ଅବଧି ବଢାଇବାକୁ ବିରୋଧୀଙ୍କ ଦାବି

ନୂଆଦିଲ୍ଲୀ: ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହେବା ପରଠାରୁ ବିରୋଧୀଙ୍କ ହଙ୍ଗାମା ଯୋଗୁଁ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି | ବିରୋଧୀ ଦଳ ସଦସ୍ୟମାନେ ପେଗାସସ୍ ଗୁଇନ୍ଦାଗିରି ଏବଂ କୃଷି ଆଇନ ପ୍ରସଙ୍ଗରେ ଆଲୋଚନା କରିବାକୁ ଦାବି କରି ହଟ୍ଟଗୋଳ ଜାରି ରଖିଛନ୍ତି । ମୌସୁମୀ ଅଧିବେଶନର…