ଦେଶବିଦେଶରେ ମହକିବ ‘କୋରାପୁଟ କଫି’

ଭୁବନେଶ୍ୱର: ଆମ କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା 'କୋରାପୁଟ କଫି' ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ 'କୋରାପୁଟ କଫି'ର ବିକ୍ରିବଟା ପାଇଁ 'ଟାଟା…