ଅଗଷ୍ଟ ମାସ ପାଇଁ କୋଭିଡ ଗାଇଡଲାଇନ ଜାରି : ମଲ୍, ପାର୍କ ଖୋଲିବ, ୫୦ ପ୍ରତିଶତ କ୍ଷମତାରେ ଖୋଲିବ ସିନେମା ହଲ୍
ଭୁବନେଶ୍ୱର- ଅଗଷ୍ଟ ମାସ ପାଇଁ କୋରୋନା ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ଏସଆରସି ପ୍ରଦୀପ ଜେନା ଗାଇଡଲାଇନ୍ ସଂପର୍କରେ ଘୋଷଣା କରିଛନ୍ତି । ସାରା ରାଜ୍ୟରେ ରାତି ୮ଟାରୁ ସକାଳ ୬ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ଭୁବନେଶ୍ୱର, କଟକ ଓ ପୁରୀ ସହରରେ କେବଳ ସପ୍ତାହାନ୍ତ ସଟଡାଉନ୍…