ରାଜ୍ୟରେ ଆଉ ୬୦ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୬୦ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥିସହିତ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୬୩୪ରେ ପଂହଚିଛି । ସଂଗୃହୀତ ତଥ୍ୟ ଅନୁସାରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୧୪ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ୮, କଟକ ଓ ଅନୁଗୁଳରୁ ୬ ଲେଖାଏଁ…

ରାଜ୍ୟରେ ନିମ୍ନଗାମୀ ଦୈନିକ କୋରୋନା ମାମଲା, ଦିନକରେ ୧୬୨୯ ନୂଆ ଆକ୍ରାନ୍ତ, ଚିନ୍ତା ବଢାଉଛି ଖୋର୍ଦ୍ଧା ଜିଲ୍ଲା

ଭୁବନେଶ୍ୱର- ରାଜ୍ୟରେ ଦୁଇ ହଜାର ତଳେ ହିଁ ରହିଛି ଦୈନିକ କୋରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧ ହଜାର ୬୨୯ ନୂଆ ଆକ୍ରାନ୍ତ । ସଙ୍ଗରୋଧରୁ ୯୩୯ ଓ ସ୍ଥାନୀୟ ଅଂଚଳରୁ ୬୯୦ ଚିହ୍ନଟ ହୋଇଛନ୍ତି । ଦିନକରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୨ ନୂଆ କୋରୋନା…

ଆସାମ-ମିଜୋରାମ ସୀମା ବିବାଦକୁ ନେଇ ହିଂସା, ଆସାମ ପୋଲିସର ୬ ଯବାନଙ୍କ ମୃତ୍ୟୁ

ଗୁଆହାଟି: ଆସାମ ଏବଂ ମିଜୋରାମ ମଧ୍ୟରେ ସୀମା ବିବାଦ ସୋମବାର ହିଂସାତ୍ମକ ରୂପ ନେଇଛି। ଉଭୟ ରାଜ୍ୟର ପୋଲିସ ଏବଂ ନାଗରିକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଉଭୟ ପକ୍ଷ ‌‌ପ୍ରଥମେ ଠେଙ୍ଗାରେ ପରସ୍ପରକୁ ଆକ୍ରମଣ କରିଥିଲେ । ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ…

ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ରକ୍ତଦାନ ଶିବିରରୁ ୭୦୦ ୟୁନିଟ୍ ରକ୍ତ ସଂଗୃହୀତ

ଭୁବନେଶ୍ୱର: ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ଆନୁକୁଲ୍ୟରେ ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ସର୍ବମୋଟ ୭୦୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଗଞ୍ଜାମ ଜିଲ୍ଲା ସୋରଡ଼ା ଅନ୍ତର୍ଗତ ଅମୃତୁଲ ଠାରେ ଅନୁଷ୍ଠିତ ଶିବିରରୁ ୫୦୧ ୟୁନିଟ୍ ଏବଂ ଗୋବରା ଗ୍ରାମପଞ୍ଚାୟତରେ…