ପେଗାସସ୍ ଫୋନ୍ ହ୍ୟାକିଂ ମାମଲାର ତଦନ୍ତ ପାଇଁ କମିଶନ ଗଠନ କଲେ ମମତା
କୋଲକାତା: ପେଗାସସ୍ ଫୋନ୍ ହ୍ୟାକିଂ ମାମଲାର ତଦନ୍ତ ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଇ ଜଣିଆ ତଦନ୍ତ କମିଶନ ଗଠନ କରିଛନ୍ତି। ତଦନ୍ତ କମିଶନ ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ନେଇ ଗଠିତ ହୋଇଛି। ମମତାଙ୍କ ପୁତୁରା ତଥା ଟିଏମସି ସାଧାରଣ…