ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ଟପିଲା

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ସଦ୍ୟତମ ସୂଚନା ଅନୁଯାୟୀ, କରୋନା ସଂକ୍ରମଣ ହାର ୯.୨୭% ​​କୁ ଖସି ଆସିଛି । ତେବେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ସ୍ୱାସ୍ଥ୍ୟ ବିଭାଗ ଦ୍ଵାରା ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ…