ଗଞ୍ଜାମ ଜିଲ୍ଲାର ପ୍ରଧାନଶିକ୍ଷକମାନଙ୍କ ସହ ଆଲୋଚନା କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ
ଭୁବନେଶ୍ୱର: ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ପଢୁଥିବା ପିଲାମାନେ ଯେପରି ସମସ୍ତ ପ୍ରକାର ସୁବିଧା ସୁଯୋଗ ପାଇପାରିବେ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ । ହାଇସ୍କୁଲ୍ ବୋର୍ଡ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବା ସହ…