ଗଞ୍ଜାମ ଜିଲ୍ଲାର ପ୍ରଧାନଶିକ୍ଷକମାନଙ୍କ ସହ ଆଲୋଚନା କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ

ଭୁବନେଶ୍ୱର: ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ପଢୁଥିବା ପିଲାମାନେ ଯେପରି ସମସ୍ତ ପ୍ରକାର ସୁବିଧା ସୁଯୋଗ ପାଇପାରିବେ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ । ହାଇସ୍କୁଲ୍ ବୋର୍ଡ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବା ସହ…

ରାଜନୀତି ଛାଡ଼ିଲେ ବାବୁଲ୍ ସୁପ୍ରିୟୋ

କୋଲକାତା: ପଶ୍ଚିମବଙ୍ଗର ଆସାନସୋଲ ଆସନରୁ ଦୁଇଥର ସାଂସଦ ନିର୍ବାଚିତ ହୋଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବିଜେପି ସାଂସଦ ବାବୁଲ ସୁପ୍ରିୟୋ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ସେ ଶନିବାର ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଲେଖି ରାଜନୀତି ଛାଡିବାକୁ ଘୋଷଣା କରିଛନ୍ତି। ସେ…

ଟୋକିଓ ଅଲିମ୍ପିକ୍ସ: ସିନ୍ଧୁ ସେମିରେ ହାରିଲେ, ବ୍ରୋଞ୍ଜ ପାଇଁ ଲଢ଼ିବେ

ଟୋକିଓ: ଟୋକିଓ ଅଲିମ୍ପିକ୍ସ ବ୍ୟାଡମିଣ୍ଟନ ଇଭେଣ୍ଟରେ ପିଭି ସିନ୍ଧୁଙ୍କ ଠାରୁ ଯେଉଁ ସ୍ଵର୍ଣ୍ଣ ପଦକ ଆଶା ଥିଲା ତାହା ମଉଳି ଯାଇଛି । ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ବିଶ୍ଵ ଚାମ୍ପିୟନ ସିନ୍ଧୁ ଚାଇନିଜ୍ ତାଇପେଇର ଦ୍ୱିତୀୟ ସିଡ୍ ତାଇଜୁ ୟିଙ୍ଗଙ୍କ ଠାରୁ ୨୧-୧୮, ୨୧-୧୩ରେ ପରାସ୍ତ ହୋଇଛନ୍ତି…

ଅଗଷ୍ଟ ଗାଇଡଲାଇନ୍ : ଜିଲ୍ଲାରେ ଧାର୍ମିକ ପୀଠ ଖୋଲିବା ନିଷ୍ପତ୍ତି ନେବେ ଜିଲ୍ଲାପାଳ, ଆହାର କେନ୍ଦ୍ର ଖୋଲା ରହିବ

ଭୁବନେଶ୍ୱର - ଅଗଷ୍ଟ ମାସ କୋଭିଡ ଗାଇଡଲାଇନ ଅନୁସାରେ ରାଜ୍ୟର ସବୁ ଆହାର କେନ୍ଦ୍ର ଖୋଲିବ । କୋଭିଡ କଟକଣା ସହ ଖୋଲିବ ସବୁ ଆହାର କେନ୍ଦ୍ର । ଆହାର କେନ୍ଦ୍ରରେ ବସି ଲୋକେ ଖାଇପାରିବେ । ଅନ୍ତଃରାଜ୍ୟ ବସ୍ ଚଳାଚଳ ଉପରେ ପୂର୍ବଭଳି କଟକଣା ଜାରି ରହିବ । ଅଟୋ ଓ ଟ୍ୟାକ୍ସି ପୂର୍ଣ୍ଣ କ୍ଷମତାରେ…

ଅଗଷ୍ଟ ମାସ ପାଇଁ କୋଭିଡ ଗାଇଡଲାଇନ ଜାରି : ମଲ୍‌, ପାର୍କ ଖୋଲିବ, ୫୦ ପ୍ରତିଶତ କ୍ଷମତାରେ ଖୋଲିବ ସିନେମା ହଲ୍

ଭୁବନେଶ୍ୱର- ଅଗଷ୍ଟ ମାସ ପାଇଁ କୋରୋନା ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ଏସଆରସି ପ୍ରଦୀପ ଜେନା ଗାଇଡଲାଇନ୍ ସଂପର୍କରେ ଘୋଷଣା କରିଛନ୍ତି । ସାରା ରାଜ୍ୟରେ ରାତି ୮ଟାରୁ ସକାଳ ୬ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ଭୁବନେଶ୍ୱର, କଟକ ଓ ପୁରୀ ସହରରେ କେବଳ ସପ୍ତାହାନ୍ତ ସଟଡାଉନ୍…

ଥିରୁବନନ୍ତପୁରମରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ

ଥିରୁବନନ୍ତପୁରମ: 'ବନ୍ଦେ ଭାରତ' ମିଶନ୍ ଅଧୀନରେ ସାଉଦି ଆରବରୁ ଭାରତୀୟ ନାଗରିକଙ୍କୁ ଆଣିବାକୁ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଆଜି ଥିରୁବନନ୍ତପୁରମ୍ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି । ବିମାନବନ୍ଦର ଅଧିକାରୀଙ୍କ କହିବାନୁସାରେ, ବିମାନର ଝରକାରେ ଫାଟ ଯୋଗୁଁ…