ବାସବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ଆସନ୍ତାକାଲି ଶପଥ

ବେଙ୍ଗଳୁରୁ – ବାସବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ । ଆଜି ବେଙ୍ଗଳୁରୁରେ ବିଜେପି ବିଧାୟକ ଦଳ ବୈଠକରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ବୋମାଇ ନେତା ନିର୍ବାଚିତ ହୋଇଛନ୍ତି । ଆସନ୍ତାକାଲି ଅପରାହ୍ନ ୩ଟା ୨୦ ମିନିଟରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ।…

ଓଡିଶା ନିର୍ମାଣ ନିଗମ ଲିଃ. ରେ ପ୍ରକଳ୍ପ ପରିଚାଳନା ସୂଚନା ବ୍ୟବସ୍ଥାର ଶୁଭାରମ୍ଭ

ଭୁବନେଶ୍ବର: ଓଡିଶା ନିର୍ମାଣ ନିଗମ ଲି ( ଓ.ସି.ସି.ଏଲ )ତରଫରୁ କରାଯାଉଥୁବା ବିଭିନ୍ନ ନିର୍ମାଣ କାର୍ଯ୍ୟକୁ ଭଲ ଭାବରେ ତଦାରଖ କରି ପ୍ରକଳ୍ପ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଉଚ୍ଚମାନର କମ୍ପ୍ୟୁଟର ବ୍ୟବସ୍ଥାକୃତ ପ୍ରକଳ୍ପ ପରିଚାଳନା ବ୍ୟବସ୍ଥା ପ୍ରୋଜେକ୍ଟ…

କୃଣାଳ ପାଣ୍ଡ୍ୟା କରୋନା ପଜିଟିଭ୍, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟି-୨୦ ଗୋଟିଏ ଦିନ ଘୁଞ୍ଚିଲା

କଲମ୍ବୋ: ଭାରତୀୟ ଅଲରାଉଣ୍ଡର କୃଣାଳ ପାଣ୍ଡ୍ୟା କରୋନା ପଜିଟିଭ୍ ହୋଇଛନ୍ତି । ଫଳରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଆଜି ଖେଳାଯିବାକୁ ଥିବା ଦ୍ବିତୀୟ ଟି-୨୦ ମ୍ୟାଚ୍ ଦିନକ ପାଇଁ ସ୍ଥଗିତ ରଖାଯାଇଛି । କୃଣାଳଙ୍କ ସଂସ୍ପର୍ଶରେ ଆସିଥିବା ଭାରତୀୟ ଦଳର ଅନ୍ୟ ୮ ଖେଳାଳି ମଧ୍ୟ ଆଇସୋଲେସନରେ ରହିଛନ୍ତି…

ୟେଦିୟୁରପ୍ପା ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପରେ ସମର୍ଥକଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ: କର୍ଣ୍ଣାଟକର ରାଜନୀତି ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦିୟୁରପ୍ପା ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ୟେଦିୟୁରପ୍ପା ତାଙ୍କ ପଦ ଛାଡି ପାରନ୍ତି ବୋଲି ଦୀର୍ଘ ଦିନ ଧରି କଳ୍ପନାଜଳ୍ପନା ଲାଗି ରହିଥିଲା ​​। ରାଜ୍ୟରେ ସୋମବାର ବିଜେପି…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା, ଆସନ୍ତା ମାସରୁ ଆରମ୍ଭ ହୋଇପାରେ ପିଲାଙ୍କ ଟିକାକରଣ

ନୂଆଦିଲ୍ଲୀ: କରୋନାର ତୃତୀୟ ଲହରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହେବାର ଭୟ ମଧ୍ୟରେ ଏକ ଆଶ୍ବସ୍ତିକର ଖବର ଆସିଛି | ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବୀୟ କହିଛନ୍ତି ଯେ ଆସନ୍ତା ମାସରୁ ପିଲାମାନଙ୍କ ପାଇଁ କରୋନା ଟିକା ଉପଲବ୍ଧ ହୋଇପାରେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ମଙ୍ଗଳବାର…