ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କୋରାପୁଟର ୧୨ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦…