ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ବଲାଙ୍ଗୀର ଗସ୍ତ : ଶୁଭାରମ୍ଭ କଲେ ଅନେକ ଜନକଲ୍ୟାଣକାରୀ ପ୍ରକଳ୍ପ
ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସିତ୍ ତ୍ରିପାଠୀ ଏବଂ ମହିଳା ଓ ଶିଶୁ ବିକାଶ , ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଆଜି ଟିଟିଲାଗଡ଼ ଉପଖଣ୍ଡରେ ଅନେକ ବିକାଶମୂଳକ କାର୍ଯ୍ୟର ଶୁଭ ଉଦ୍ଘାଟନ କରିଛନ୍ତି ।…