କେନ୍ଦୁଝରରେ ଇସ୍ପାତ କାରଖାନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଜିଲ୍ଲାବାସୀ

ସମସ୍ତଙ୍କ ସହଯୋଗ ରହିଲେ ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ ହୋଇପାରିବ – ମୁଖ୍ୟମନ୍ତ୍ରୀ ଭୁବେନଶ୍ବର: କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ତିନି ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚ ସ୍ତରୀୟ ପ୍ରକଳ୍ପ ଅନୁମୋଦନ…

ମନରେଗା ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ…

ଆଇପିଏସ ସ୍ତରରେ ଅଦଳବଦଳ : ଏସ. ଦେବଦତ୍ତ ସିଂହ ପୋଲିସ ମୁଖ୍ୟାଳୟର ଆଇଜି, ଅଖିଳେଶ୍ୱର ସିଂହ ଜଗତସିଂହପୁର ଏସପି

ଭୁବନେଶ୍ୱର- ଆଇପିଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୮ ବ୍ୟାଚ୍ ଆଇପିଏସ ଏସ. ଦେବଦତ୍ତ ସିଂହଙ୍କୁ ପୋଲିସ ମୁଖ୍ୟାଳୟର ଆଇଜି ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ଜଗତସିଂହପୁର ଏସପି ପ୍ରକାଶ ଆରଙ୍କୁ ଭିଜିଲାନ୍ସ ଏସପି ଭାବେ ବଦଳି କରାଯାଇଛି…

କୋଭିଡ୍ ମହାମାରୀ ସମୟର ବିକଳ୍ପ ଶିକ୍ଷା ପଦ୍ଧତି ଉପରେ ଅନ୍ତର୍ଜାତୀୟ ଓ୍ବେବିନାର୍ ଉଦ୍‌ଯାପିତ

ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ଵାରା ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରଣାଳୟର ସହଯୋଗ ଓ ୟୁନିସେଫ ଓଡ଼ିଶାର ସହଭାଗିତାରେ କୋଭିଡ୍ ସମୟରେ ବିଭିନ୍ନ ରାଜ୍ୟ ,…

ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୫୨ ମୃତ, ୩୦ରୁ ଊର୍ଦ୍ଧ୍ବ ଆହତ

ଢାକା: ବାଂଲାଦେଶର ରାଜଧାନୀ ଢାକାରେ ଏକ ୬ ମହଲା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି । ଏବେ ବି ଅନେକ ଲୋକ ନିଖୋଜ ଅଛନ୍ତି। ଅନେକ ଲୋକ ନିଜ ଜୀବନ ବଞ୍ଚାଇବା ପାଇଁ ଜଳୁଥିବା କୋଠାରୁ ଡେଇଁ ପଡ଼ିଥିଲେ।…

ଉତ୍ତର ପ୍ରଦେଶରେ କୋଭିଡ-୧୯ର ଦୁଇ କପ୍ପା ଭାରିଆଣ୍ଟ ମାମଲା ଚିହ୍ନଟ

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ କରୋନା ଭାଇରସର କପ୍ପା ଭାରିଆଣ୍ଟର ଦୁଇଟି ମାମଲା ମିଳିଛି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସମୀକ୍ଷା ବ ବୈଠକ ପରେ ଉତ୍ତରପ୍ରଦେଶ ସରକାର ଏହି ସୂଚନା ଦେଇଛନ୍ତି। କପ୍ପା ଭାରିଆଣ୍ଟ ଅତ୍ୟଧିକ ସଂକ୍ରମଣଶୀଳ । ବିବୃତ୍ତିରେ କୁହାଯାଇଛି ଯେ ଗତ କିଛି ଦିନ ମଧ୍ୟରେ କିଙ୍ଗ…