ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସମୀକ୍ଷା ବୈଠକ: ସୂଚନା ପ୍ରଯୁକ୍ତିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଉପରେ…

ଭୁବନେଶ୍ୱର: ବର୍ତ୍ତମାନ ଯୁଗ ହେଉଛି ଆଇଟିର ଯୁଗ । ଯେଉଁ ଦେଶ ଆଇଟି କ୍ଷେତ୍ରରେ ଯେତେ ଆଗୁଆ ସେ ଦେଶ ସେତେ ସମୃଦ୍ଧ ଦେଶ ଭାବେ ସମଗ୍ର ବିଶ୍ଵରେ ପରିଗଣିତ । ଆମ ଦେଶ ତଥା ରାଜ୍ୟର ବହୁ ଆଇଟି ଡିଗ୍ରୀଧାରୀ ବିଭିନ୍ନ ଦେଶରେ କାର୍ଯ୍ୟକରି ପ୍ରତିଷ୍ଠା ଅର୍ଜନ କରିଛନ୍ତି । ବିଗତ ବର୍ଷମାନଙ୍କ…

ଦୁଇଟି ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ବିଜୟ ଅମୃତ କୁଲାଙ୍ଗେଙ୍କ ‘ ଆଜିର ଦିନଟି ମୋର’ ଏବଂ ରବିପ୍ରିୟ ଦାଶଙ୍କ ‘ ଉର୍ବଶୀର ଗାଁ’  ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇଟି ପୁସ୍ତକ ‘ ଆଜିର ଦିନଟି ମୋର’ ଏବଂ ‘ ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି । ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’…

ରଥଯାତ୍ରାରେ ଛେରା ପହଁରା କରିବେ ଗଜପତି ମହାରାଜା

ଭୁବନେଶ୍ୱର-ଗଜପତି ମହାରାଜା ଦିବ୍ୟସିଂହ ଦେବ ରଥଯାତ୍ରାରେ ଛେରା ପହଁରା କରିବେ । ଏ ନେଇ ଗଜପତି ନିଜେ ସୂଚନା ଦେଇଛନ୍ତି । ଫଳରେ ରଥଯାତ୍ରାରେ ଗଜପତିଙ୍କ ଛେରା ପହଁରା କରିବା ନେଇ ଥିବା ସସପେନ୍‌ସ ଉପରୁ ପରଦା ଉଠିଛି । ଆମେତ୍ଥ ରଥଯାତ୍ରାକୁ ମୁଖ୍ୟ ସ୍ଥାନ ଦେଇଛୁ, ତାହା ମୁଖ୍ୟ ପର୍ବ । ସ୍ନାନ…

ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ ଡ. ପ୍ରମୋଦ କୁମାର ମେହେର୍ଦ୍ଧାଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧୁକାରୀ ଡ . ପ୍ରମୋଦ କୁମାର ମେହେର୍ଦ୍ଧା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭାଗର ଅଧିକାରୀ ଓ କର୍ମଚାରୀମାନେ ନୂତନ କମିଶନରଙ୍କୁ ସ୍ଵାଗତ…

୬ ଲକ୍ଷ ଓଡିଆଙ୍କୁ ଘର ନଦେବାକୁ ବିଜେପିର ଷଡଯନ୍ତ୍ର : ବିଜେଡି

ଭୁବନେଶ୍ୱର: ରାଜ୍ୟର ପଶ୍ଚିମ ଏବଂ ଦକ୍ଷିଣ ଓଡିଶାର ୬ ଲକ୍ଷ ଓଡିଆ ଯେଭଳି ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ( ଗ୍ରାମୀଣ ) ରେ ଘର ନପାଇବେ ସେଥିଲାଗି ଷଡଯନ୍ତ୍ର ହେଉଥିବା ଆଜି ବିଜେପି ନେତା ପୃଥୀରାଜ ହରିଚନ୍ଦନଙ୍କ ସାମ୍ବାଦିକ ସମ୍ମିଳନୀରୁ ସ୍ପଷ୍ଟ ହୋଇଛି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ…