ରାଜ୍ୟରେ ଆଉ ୩ ହଜାର ୩୧୯ କୋରୋନା ଆକ୍ରାନ୍ତ ଚିହ୍ନଟ, କଟକ ଜିଲ୍ଲାରୁ ସର୍ବାଧିକ ୫୬୬
ଭୁବନେଶ୍ୱର- ରାଜ୍ୟରେ ଦିନକରେ ଆଉ ୩ ହଜାର ୩୧୯ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧ ହଜାର ୮୯୬ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୪୨୩ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩ ହଜାର ୭୮୯କୁ ବୃଦ୍ଧି ହୋଇଥିବା ବେଳେ ଏଥିରୁ ୮ ଲକ୍ଷ ୬୭ ହଜାର ୪୦୨…