ସୁନାମଧନ୍ୟ ଓଡିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର: ଚର୍ଚ୍ଚିତ ଓଡିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ । ତାଙ୍କର ପରଲୋକର ଖବର ପାଇ ସମ୍ପୂର୍ଣ୍ଣ ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । କୋଭିଡରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ବେଳେ ଶନିବାର ବିଳମ୍ବିତ ରାତିରେ ତପୁ ଆଖି ବୁଜିଛନ୍ତି । ତପୁ ଗତ ମାସରେ କୋଭିଡରେ ସଂକ୍ରମିତ…

ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ: ପାଳି ସମ୍ଭାଳିଲେ କୋହଲି, ରାହାଣେ, ଭାରତ ୧୪୬/୩

ସାଉଥମ୍ପଟନ,୧୯ ।୬: ପ୍ରଥମ ଦିନ ବର୍ଷାରେ ଧୋଇ ହୋଇଯିବା ପରେ ବିଶ୍ୱ ଟେଷ୍ଟ ଚାମ୍ପୟନସିପ ଫାଇନାଲର ଦ୍ୱିତୀୟ ଦିବସର ଖେଳ ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲେ ମଧ୍ୟ ମାତ୍ର ୬୪.୪ ଓଭର ସମ୍ଭବ ହୋଇଛି । ଖରାପ ଆଲୋକ ଯୋଗୁଁ ଦ୍ବିତୀୟ ଦିନର ଖେଳ ଆଗୁଆ ଶେଷ ହୋଇଛି । ଷ୍ଟମ୍ପ ଅପସାରଣ ବେଳକୁ ଭାରତ…

ପଞ୍ଚଭୂତରେ ଲୀନ ହେଲେ ଫ୍ଲାଇଙ୍ଗ୍ ଶିଖ୍, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲଖାଙ୍କୁ ଅନ୍ତିମ ବିଦାୟ

ଚଣ୍ଡିଗଡ଼: ମହାନ ଧାବକ ମିଲଖା ସିଂଙ୍କୁ ଶନିବାର ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ବିଦାୟ ଦିଆଯାଇଛି । ଚଣ୍ଡିଗଡ଼ରେ ଏହି ୯୧ ବର୍ଷୀୟ ଦିବଂଗତ ଆଥଲେଟଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର ସଦସ୍ୟଙ୍କ ବ୍ୟତୀତ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ

ଏକବିଂଶ ଶତାଦ୍ଦୀରେ କଳାହାଣ୍ଡିର ରୂପାନ୍ତର ଉଲ୍ଲେଖନୀୟ - ମୁଖ୍ୟମନ୍ତ୍ରୀ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ପୁଣି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ, କୋଭିଡ ନିୟମ ପାଳିବାକୁ ନିବେଦନ କଲେ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ…

ଅନଲକ୍ ନେଇ ରାଜ୍ୟମାନଙ୍କୁ କେନ୍ଦ୍ରର ନିର୍ଦ୍ଦେଶ, ସତର୍କତାର ସହ କଟକଣା ହଟାଅ

ନୂଆଦିଲ୍ଲୀ: ଅନଲକ୍ ପ୍ରକ୍ରିୟା ଆରମ୍ଭ କଲାବେଳେ ସତର୍କତା ଅବଲମ୍ବନ କରିବାକୁ କେନ୍ଦ୍ର ପକ୍ଷରୁ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। କିଛି ରାଜ୍ୟରେ ଅନଲକ୍ ପରେ ବଜାରରେ ଅତ୍ୟଧିକ ଭିଡ଼ ଜମିବା ସହ ଅନେକ ସ୍ଥାନରେ ରାସ୍ତା ଜାମ୍ ଭଳି ପରିସ୍ଥିତି ସୃଷ୍ଟି…