ଗାୟିକା ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଆ ସଂଗୀତ ଜଗତରେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ତପୁଙ୍କ ଅମର ଆତ୍ମାର…

ରାଜ୍ୟରେ ଆଉ ୩ ହଜାର ୫୭୭ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୪ ହଜାରରୁ ତଳେ ରହିଛି । ଗତ ୨୪ ଘଂଟାରେ ରାଜ୍ୟରୁ ୩ ହଜାର ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨ ହଜାର ୩୯ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୫୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧, କଟକରୁ ୪୦୭,…

ବିକାଶ ସହ ପରିବର୍ତ୍ତନ… ନେତୃତ୍ବ ନେଉଛନ୍ତି ଏସଏଚଜି

ସମାଜରେ ନାରୀଙ୍କୁ ଯଦି ସୁଯୋଗ ମିଳେ, ସେମାନେ ନିଜ ପ୍ରତିଭାର ଉଚିତ ନିଦର୍ଶନ ଦେଖାଇ ପ୍ରତିଟି କାର୍ଯ୍ୟକୁ ସୂଚାରୁ ରୂପେ ଆଗେଇ ନେବେ। ଏହାଦ୍ୱାରା ସମାଜ ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବା ସହ ସାମଗ୍ରୀକ ବିକାଶ ତ୍ବରାନ୍ବିତ ହୋଇପାରିବ। ଗଞ୍ଜାମ ଜିଲ୍ଲାରେ ଗୋଟିଏ କି ଦୁଇଟି ନୁହେଁ, ଏଭଳି…

ସୁନାମଧନ୍ୟ ଓଡିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର: ଚର୍ଚ୍ଚିତ ଓଡିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ । ତାଙ୍କର ପରଲୋକର ଖବର ପାଇ ସମ୍ପୂର୍ଣ୍ଣ ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । କୋଭିଡରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ବେଳେ ଶନିବାର ବିଳମ୍ବିତ ରାତିରେ ତପୁ ଆଖି ବୁଜିଛନ୍ତି । ତପୁ ଗତ ମାସରେ କୋଭିଡରେ ସଂକ୍ରମିତ…

ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ: ପାଳି ସମ୍ଭାଳିଲେ କୋହଲି, ରାହାଣେ, ଭାରତ ୧୪୬/୩

ସାଉଥମ୍ପଟନ,୧୯ ।୬: ପ୍ରଥମ ଦିନ ବର୍ଷାରେ ଧୋଇ ହୋଇଯିବା ପରେ ବିଶ୍ୱ ଟେଷ୍ଟ ଚାମ୍ପୟନସିପ ଫାଇନାଲର ଦ୍ୱିତୀୟ ଦିବସର ଖେଳ ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲେ ମଧ୍ୟ ମାତ୍ର ୬୪.୪ ଓଭର ସମ୍ଭବ ହୋଇଛି । ଖରାପ ଆଲୋକ ଯୋଗୁଁ ଦ୍ବିତୀୟ ଦିନର ଖେଳ ଆଗୁଆ ଶେଷ ହୋଇଛି । ଷ୍ଟମ୍ପ ଅପସାରଣ ବେଳକୁ ଭାରତ…

ପଞ୍ଚଭୂତରେ ଲୀନ ହେଲେ ଫ୍ଲାଇଙ୍ଗ୍ ଶିଖ୍, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲଖାଙ୍କୁ ଅନ୍ତିମ ବିଦାୟ

ଚଣ୍ଡିଗଡ଼: ମହାନ ଧାବକ ମିଲଖା ସିଂଙ୍କୁ ଶନିବାର ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ବିଦାୟ ଦିଆଯାଇଛି । ଚଣ୍ଡିଗଡ଼ରେ ଏହି ୯୧ ବର୍ଷୀୟ ଦିବଂଗତ ଆଥଲେଟଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର ସଦସ୍ୟଙ୍କ ବ୍ୟତୀତ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି…