ପୋଷଣକୁ ଗୁରୁତ୍ୱ: ବଢିବ ମହିଳାଙ୍କ ଆୟ
ମିଶନଶକ୍ତି ବିଭାଗ ଓ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଚୁକ୍ତି ସ୍ୱାକ୍ଷର
ଭୁବନେଶ୍ୱର: ରାଜ୍ୟରେ ମହିଳାମାନଙ୍କୁ କିଭଳି ଅଧିକ ସ୍ୱାବଲମ୍ବୀ କରାଯାଇ ପାରିବ ଏବଂ ସେମାନଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି ହୋଇପାରିବ ତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ…