ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ସତର୍କ ସହ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବାକୁ ପରାମର୍ଶ

ସମ୍ମୁଖ ଯୋଦ୍ଧା ଓ ବୟସ୍କଙ୍କୁ ବୁଷ୍ଟର ଡୋଜ୍ ଦେବାକୁ ନିର୍ଦ୍ଦେଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ…