ଜାମ୍ମୁ କାଶ୍ମୀରର ରାଜନୈତିକ ଦଳ ମାନଙ୍କ ସହ ଆଜି ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜାମ୍ମୁ କାଶ୍ମୀରର ଆଞ୍ଚଳିକ ଦଳମାନଙ୍କ ସହ ଏକ ବୈଠକ କରିବେ। ଏଥିରେ ଜାମ୍ମୁ କାଶ୍ମୀରକୁ ପୁଣି ଥରେ ରାଜ୍ୟ ମାନ୍ୟତା ଦେବା ଉପରେ ଆଲୋଚନା ହେବା ସମ୍ଭାବନା ରହିଛି । ଏହାପୂର୍ବରୁ ଶୁକ୍ରବାର ଦିନ ଦିଲ୍ଲୀରେ ଜାମ୍ମୁ କାଶ୍ମୀର ଉପରେ ଦୁଇଟି…

କରୋନା ଅପଡେଟ୍‌: ୨୪ ଘଣ୍ଟାରେ ୫୪ ହଜାର ମାମଲା, ଆଉ ୧୩୨୧ ମୃତ

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟାରେ ୫୪,୦୬୯ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏହି ରୋଗରେ ଆଉ ୧୩୨୧ ଜଣଙ୍କର ମୃଥ୍ୟୁ ହୋଇଥିବା ବେଳେ ୬୮,୮୮୫ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ମୁତାବକ ଭାରତରେ ମୋଟ କରୋନା ମାମଲା ୩ କୋଟି ୮୨ ହଜାର ୭୭୮କୁ ବୃଦ୍ଧି…

CM Greets People on Snana Purnima

Bhubaneswar: Odisha Chief Minister Naveen Patnaik today greeted the people of the State on the auspicious occasion of Snana Purnima. ପବିତ୍ର ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ…

ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ କୋଭିଡ ସଂକଟ ଶୀଘ୍ର ଦୂର ହେବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ଜୀବନ…

ଦିନକରେ ରାଜ୍ୟରେ ଆଉ ୪୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯

ଭୁବନେଶ୍ୱର – ରାଜ୍ୟରେ ଆଉ ୪୪ ଜଣଙ୍କ ଜୀବନ ନେଇଛି କୋରୋନା ମହାମାରୀ । ଏଥିସହ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୭୬୧କୁ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ହୋଇଛି । ବରଗଡ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୁଳ ଓ ପୁରୀରୁ…

ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ବୃଦ୍ଧି, ଚିନ୍ତା ବଢାଉଛି ଖୋର୍ଦ୍ଧା,କଟକ ଓ ଯାଜପୁର ଜିଲ୍ଲା

ଭୁବନେଶ୍ୱର- ରାଜ୍ୟରେ ଆଉ ୩ ହଜାର ୬୫୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨ ହଜାର ୯୮ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୫୫୨ ଆକ୍ରାନ୍ତ ଗତ ୨୪ ଘଂଟାରେ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୯୦ ହଜାର ୫୯୬କୁ ବୃଦ୍ଧି ହୋଇଥିବା ବେଳେ ଏ ଯାଏ ସୁସ୍ଥ…

ପୁରୀ: ବୈଚିତ୍ରମୟ ଶ୍ରୀଜଗନ୍ନାଥଙ୍କ ଗଜାନନ ବେଶ

ନିଳାଦ୍ରିନାଥ ଶ୍ରୀଜଗନ୍ନାଥଙ୍କ ବାରମାସରେ ତେର ପର୍ବ ପାଳିତ ହୋଇଥାଏ। ଜ୍ୟେଷ୍ଠ ପୂର୍ଣ୍ଣିମାରେ ପାଳିତ ହେଉଥିବା ସ୍ନାନ ଯାତ୍ରା ତା ମଧ୍ୟରୁ ଅନ୍ୟତମ। ଏହା ଦେବସ୍ନାନ ପୂର୍ଣ୍ଣିମା ନାମରେ ଜଗତ ବିଦିତ। ଏହିଦିନ ମହାପ୍ରଭୁ ୧୦୮ ଗରା ଜଳରେ ଅଭିଷିକ୍ତ ହୋଇଥାନ୍ତି। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କୁ…

ନ୍ୟୁଜିଲାଣ୍ଡ ଜିତିଲା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଟାଇଟଲ୍, ଫାଇନାଲରେ ଭାରତକୁ ୮ ଓ୍ବିକେଟରେ ହରାଇଲା

ସାଉଥମ୍ପଟନ: ନ୍ୟୁଜିଲାଣ୍ଡ ଉଦଘାଟନୀ ବିଶ୍ଵ ଟେଷ୍ଟ ଚାମ୍ପିୟନସିପର ବିଜେତା ହୋଇଛି । ଫାଇନାଲରେ ଭାରତକୁ ୮ ଓ୍ବିକେଟରେ ହରାଇ ନ୍ୟୁଜିଲାଣ୍ଡ ଟାଇଟଲ ଜିତିଛି । ଷଷ୍ଠ ତଥା ରିଜର୍ଭ ଦିବସରେ ଭାରତ ଦ୍ବିତୀୟ ଇନିଂସରେ ମାତ୍ର ୧୭୦ ରନରେ ଅଲ୍ ଆଉଟ୍ ହେବା ପରେ ନ୍ୟୁଜିଲାଣ୍ଡ ଆଗରେ ବିଜୟ ପାଇଁ କେବଳ…