କଟକଣା କୋହଳ ହେଲେ, କମ୍ୟୁନିଟିର ସାହାଯ୍ୟ ଦରକାର : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ଭୂତାଣୁକୁ ଦୂରେଇବା ପାଇଁ ଟିକା ନେବା ନିହାତି ଦରକାର । ନିର୍ଦ୍ଦିଷ୍ଟ ଭାବରେ କୌଣସି ବୟସର ଲୋକଙ୍କୁ ସଂକ୍ରମଣ ହେଉନାହିଁ । ଯେଉଁମାନେ ଟିକା ନେଇନାହାନ୍ତି, ସେମାନେ ସଂକ୍ରମିତ ହେଉଛନ୍ତି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । କଟକଣା ଯେତେବେଳେ କୋହଳ…

ମୋଦିଙ୍କ ଲୁହ ନୁହେଁ ଅକ୍ସିଜେନ ଲୋକଙ୍କୁ ବଞ୍ଚାଇବ, କରୋନା ଉପରେ ଶ୍ୱେତପତ୍ର ଜାରି କଲେ ରାହୁଲ

ନୂଆଦିଲ୍ଲୀ: କରୋନା ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଶ୍ୱେତପତ୍ର ଜାରି କରିଛନ୍ତି । ଏଥିରେ କରୋନା ଲଢ଼େଇରେ ସରକାରଙ୍କ ତ୍ରୁଟି କେଉଁଠି ରହିଲା ଓ ତୃତୀୟ ଲହରୀ ପାଇଁ କଣ ପଦକ୍ଷେପ ନିଆଯିବା ଉଚିତ ସେନେଇ ଉଲ୍ଲେଖ ରହିଛି । ସରକାରଙ୍କୁ ସସମାଲୋଚନା ନୁହେଁ ବରଂ ସହଯୋଗ କରିବାକୁ ଏହି…

‘କୋଭାକ୍ସିନ୍‌’ର ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍ ତଥ୍ୟ ଦାଖଲ କଲା ଭାରତ ବାୟୋଟେକ

ନୂଆଦିଲ୍ଳୀ: ଭାରତ ବାୟୋଟେକ୍ ଏହାର କୋଭିଡ୍ ଟିକା ‘କୋଭାକ୍ସିନ୍‌’ର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣର ତଥ୍ୟ ଦାଖଲ କରିଛି । ଜରୁରୀକାଳିନ ବ୍ୟବହାର ପାଇଁ ଅନୁମତି ମିଳିବାର ପାଞ୍ଚ ମାସ ପରେ ଭାରତ ବାୟୋଟେକ୍ ନିଜ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ତଥ୍ୟ ଦାଖଲ କରିଛି । ଭାରତ…

ମହାମାରୀ କାଳରେ ବି ଚମକୁଛନ୍ତି ପ୍ରତିଭା

ପ୍ରତିଭା ଯଦି ଈଶ୍ବରଦତ୍ତ ଥାଏ, ସେଥିରେ ଯୋଗ୍ୟ ବ୍ୟକ୍ତିଙ୍କ ନିଷ୍ଠା ଥାଏ ତେବେ ଯେତେ ପ୍ରତିକୂଳ ପରିସ୍ଥିତି ହେଉ ନା କାହିଁକି, ଯେତେ କଠିନ ସମୟ ହେଉ ପଛେ ତାହା ଚମକି ଉଠିବ ନିଶ୍ଚୟ। ପଙ୍କରେ ପଦ୍ମ ଫୁଟିବା ଭଳି ବିକଶିତ ହେବା ଥୟ। କରୋନା ମହାମାରୀ କାଳରେ ଯେତେବେଳେ ସମଗ୍ର ବିଶ୍ୱ ତ୍ରସ୍ତ,…

ପୁରୀ: ଶ୍ରୀମନ୍ଦିରରେ ରୁକ୍ମିଣୀ ବିବାହ ନୀତି ସମ୍ପନ୍ନ

ପୁରୀ: ଜ୍ୟେଷ୍ଠ ଶୁକ୍ଳ ନିର୍ଜଳା ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ପାଳିତ ହୋଇଯାଇଛି ରୁକ୍ମିଣୀ ବିବାହ ଉତ୍ସବ। ସ୍ଥାନୀୟ ଭାଷାରେ ଏହାକୁ ରୁକ୍ମିଣୀ ହରଣ ଏକାଦଶୀ କୁହାଯାଇଥାଏ। ଏକାଦଶୀ ପୂର୍ବଦିନ ଶୁକ୍ଳ ଦଶମୀରେ ଶ୍ରୀ ମଦନମୋହନଙ୍କ ସଂଧ୍ୟାନୀତି ପରେ ରାଜେନ୍ଦ୍ରାଭିଷେକ ନୀତି ସମ୍ପନ୍ନ…

ଚିନ୍ତା ବଢ଼ାଇଲା କରୋନାର ଡେଲ୍‌ଟା ପ୍ଲସ୍ ଭାରିଆଣ୍ଟ୍‌, ମହାରାଷ୍ଟ୍ରରେ ଠାବ ହେଲା ୨୧ ମାମଲା

ମୁମ୍ବାଇ: ଭାରତରେ ଦ୍ୱିତୀୟ ଲହରୀର ପ୍ରକୋପ ଥମି ଆସୁଥିବା ବେଳେ ନୂଆ ଡେଲ୍‌ଟା ପ୍ଲସ୍ ଭାରିଆଣ୍ଟ୍ ଏବେ ଚିନ୍ତାର କାରଣ ସାଜିଛି । ଡେଲ୍‌ଟା ଅପେକ୍ଷା ଆହୁରି ଘାତକ ମନେ କରାଯାଉଥିବା କରୋନାର ଏହି ନୂଆ ଷ୍ଟ୍ରେନ୍ ଦେଶରେ ତୃତୀୟ ଲହରୀ ସଂକ୍ରମଣର କାରଣ ସାଜିପାରେ ବୋଲି ଆଶଙ୍କା କରାଯାଉଛି ।…

ରାଜ୍ୟରେ ଆଉ ୩୮ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର-ରାଜ୍ୟରେ ଆଉ ୩୮ ଜଣଙ୍କ ଜୀବନ ନେଇଛି କୋରୋନା । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୬୭୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୬, କଟକ ଓ ବରଗଡରୁ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ମୟୂରଭଞ୍ଜ ଓ ପୁରୀରୁ ୪ ଜଣ ଲେଖାଏଁ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସମ୍ବଲପୁର…

ବିନାଭକ୍ତରେ ସ୍ନାନ ଯାତ୍ରା, କାଲିଠାରୁ ପୁରୀରେ ୧୪୪ ଧାରା

ପୁରୀ- ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାରେ ପହଂଚିଥିବା ବେଳେ ଆସନ୍ତାକାଲି ସହରରେ ୧୪୪ ଧାରା ଜାରି ହେବ । ଏଥର ବିନା ଭକ୍ତରେ ସ୍ନାନ ଯାତ୍ରା ହେଉଥିବାରୁ ଭିଡ ଯେମିତିନ ହେବ, ସେଥିପାଇଁ ୨୩ ତାରିଖ ରାତି ୧୦ଟାରୁ ୧୪୪ ଧାରା ଜାରି କରାହେବ । ୨୫…

ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ, ଡାକ୍ତର,ନର୍ସ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- ରାଜ୍ୟରେ ଗତକାଲି ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ ହୋଇଛି । ଏଥିପାଇଁ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀଙ୍କ ଉତ୍ସର୍ଗୀକୃତ ମନୋଭାବକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଟିକାକରଣ ଓ ମାସ୍କ ପରିଧାନ ନେଇ…