ନକଲି ଔଷଧ କାରବାରର ତଦନ୍ତ ନିର୍ଦ୍ଦେଶ ଦେଲା ସ୍ୱାସ୍ଥ୍ୟ ବିଭାଗ
ଭୁବନେଶ୍ୱର- ନକଲି ଔଷଧ କାରବାରର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଔଷଧ ନିଗମ ଓ ପୋଲିସ ମିଳିତ ଭାବେ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବେ । ଗତକାଲି କଟକରୁ ନକଲି ଔଷଧ ଜବତ ହୋଇଥିଲା । ଔଷଧ କେଉଁଠୁ ଆସି କେଉଁଠିକୁ ଯାଉଥିଲା, ସେ ଉପରେ ତଦନ୍ତ କରାଯିବ ।…