ପଶ୍ଚିମ ଓଡିଶାର ୧୧ ଜିଲ୍ଲା ପାଇଁ ୨୫ କୋଟି କୋଭିଡ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫…

ବର୍ଷାଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଏମସି ପ୍ରସ୍ତୁତ : କମିଶନର ସଞ୍ଜୟ ସିଂହ

ଭୁବନେଶ୍ୱର- ରାଜଧାନୀ ଭୁବନେଶ୍ୱରରେ ଏଥର ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବିଏମସି ପ୍ରସ୍ତୁତ ଥିବା କହିଛନ୍ତି କମିଶନର ସଞ୍ଜୟ ସିଂହ । ସହରର ୨୭ଟି ସମ୍ବେଦନଶୀଳ ସ୍ଥାନକୁ ଫୋକସରେ ରଖାଯାଇଛି । ତଳିଆ ଅଂଚଳରୁ ବର୍ଷାଜଳ…

ପ୍ରବଳ ବର୍ଷାର ପୂର୍ବାନୁମାନ, ରାଜ୍ୟର ୬ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର- ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୬ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ,…

ରାଜଧାନୀରେ ଟିକାକରଣ : ପ୍ରଥମ ଡୋଜ୍ ନେଇଥିବା ଯୁବବର୍ଗଙ୍କୁ ଅବଧି ମୁତାବକ ଦିଆଯାଉଛି ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର- ରାଜଧାନୀରେ ଟିକାକରଣ ନେଇ ବିଏମସି କମିଶନର ସଞ୍ଜୟ ସିଂହ ସୂଚନା ଦେଇଛନ୍ତି ଯେ, ସକାଳେ ପ୍ରଥମ ଡୋଜ୍ ଓ ଅପରାହ୍ନରେ ଦ୍ୱିତୀୟ ଡୋଜ୍ ଟିକାକରଣ କରାଯିବ । ପ୍ରଥମ ଡୋଜ୍ ନେଇଥିବା ୧୮ରୁ ୪୪ ବୟସ ବର୍ଗଙ୍କୁ ଅବଧି ମୁତାବକ ଦ୍ୱିତୀୟ ଡୋଜ୍ ଦିଆଯାଉଛି । ଆସନ୍ତା ସୋମବାର ସୁଦ୍ଧା ଶେଷ ହେବ…