କୋଭିଡ଼ ପରିଚାଳନା ପାଇଁ ବିଏମସିକୁ ଆଉ କୋଡ଼ିଏ କୋଟି ଟଙ୍କା ମଜୁଂର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ୱର ରେ କୋଭିଡ଼ ମହାମାରୀ ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଜୁଂର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବ ରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ 77କୋଟି ଟଙ୍କା ଦିଆଯାଇଛି ।…