ରାଜ୍ୟରେ ୮ ହଜାର ୮୩୯ ନୂଆ କୋରୋନା ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩୫

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୮ ହଜାର ୮୩୯ ନୂଆ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୪ ହଜାର ୯୪୮ ଓ ସ୍ଥାନୀୟ ଅଂଚଳରୁ ୩ ହଜାର ୮୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୨୩୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୭୬୯,…

ନ୍ୟୁଜରୁମ୍ ଓଡିଶା : ସକାଳର ଖବର

ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କ୍ଷୟକ୍ଷତି ପରିମାଣ ୬୧୦ କୋଟି ନବୀନଙ୍କ ଟିକା ପ୍ରସ୍ତାବକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ କେନ୍ଦ୍ର ସରକାର କୋଭିଡ ଟିକା କିଣିବା ଉପରେ ସହମତି…

ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ନେଇ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକେର୍ଟରେ ଚ୍ୟାଲେଞ୍ଜ୍

ନୂଆଦିଲ୍ଲୀ: ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି । କୋଭିଡ୍‌ର ଦ୍ୱିତୀୟ ଲହରୀ ମଧ୍ୟରେ ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ କାର୍ଯ୍ୟ ଉପରେ ରୋକ୍ ଲଗାଇବା ପାଇଁ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଥିଲେ । ହାଇକୋର୍ଟ…

ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କ୍ଷୟକ୍ଷତି ପରିମାଣ ୬୧୦ କୋଟି

ବାତ୍ୟା ସଂପର୍କିତ ବିଭିନ୍ନ ପଦକ୍ଷେପର ଡକ୍ୟୁମେଂଟେସନ ଉପରେ ନବୀନଙ୍କ ଗୁରୁତ୍ୱ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ…

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ 

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟ ଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ…

ନବୀନଙ୍କ ଟିକା ପ୍ରସ୍ତାବକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ

ଭୁବନେଶ୍ୱର- ଟିକାକରଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ର୍‌ସ୍ତାବକୁ ସମର୍ଥନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଟିକାକରଣ ମାମଲାରେ ରାଜ୍ୟଗୁଡିକୁ ଅଧିକ କ୍ଷମତା ସହ କେନ୍ଦ୍ରସରକାର ବିଶ୍ୱ ବଜାରରୁ ଟିକା କିଣି ରାଜ୍ୟକୁ ଯୋଗାଇବା ନେଇ ନବୀନଙ୍କ ପ୍ରସ୍ତାବକୁ…