ଦେଶବ୍ୟାପୀ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ

ନୂଆଦିଲ୍ଲୀ –ଦେଶବ୍ୟାପୀ ସିବିଏସଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ହୋଇଛି । ଦେଶରେ କୋରୋନା ସ୍ଥିତିକୁ ଦେଖି କେନ୍ଦ୍ର ସରକାର ପରୀକ୍ଷା ବାତିଲ ପାଇଁ ନିଷ୍ପତ୍ତି ହୋଇଛନ୍ତି । ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏ ପ୍ରସଙ୍ଗରେ ବ୍ୟାପକ…

ସ୍ୱତନ୍ତ୍ର ବିଭାଗ ଭାବେ କାର୍ଯ୍ୟକ୍ଷମ ହେଲା ମିଶନ ଶକ୍ତି, ବିଭାଗ ପୃଥକୀକରଣ ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିଲେ ଅନୁମୋଦନ

ଭୁବନେଶ୍ୱର- ଆଜିଠାରୁ ସ୍ୱତନ୍ତ୍ର ଭାବେ କାର୍ଯ୍ୟକ୍ଷମ ହୋଇଛି ‘ମିଶନ ଶକ୍ତି’ ବିଭାଗ । ମହିଳା ଓ ଶିଶୁ କଲ୍ୟାଣ ବିଭାଗଠାରୁ ଅଲଗା ହେଲା ମିଶନ ଶକ୍ତି । ବିଭାଗ ପୃଥକୀକରଣ କରି ମିଶନ ଶକ୍ତିକୁ ଏକ ଅଲଗା ବିଭାଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଥିଲେ । ଆଜି ଏ ନେଇ…

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ପରିସ୍ଥିତି ସମୀକ୍ଷା: କୋଭିଡରେ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ୨ ସପ୍ତହ ମଧ୍ୟରେ…

ଅଧିକ ଟିକା ଯୋଗାଇ ଦେବା ସହ ଟିକାକରଣ ନୀତି କୋହଳ କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର – କୋଭିଡ ଟିକା ଯୋଗାଣ ନେଇ କେନ୍ଦ୍ର ସରକାରଙ୍କୁ ଚିିଠି ଲେଖିଛନ୍ତି ରାଜ୍ୟ ସରକାର । ଦୈନିକ ୩ ଲକ୍ଷ ଟିକା ଦେବାକୁ ଓଡିଶା ସମର୍ଥ, କିନ୍ତୁ ଟିକା ଅଭାବରୁ ଦିନକୁ ମାତ୍ର ୭୦ ହଜାର ଟିକା ଦିଆଯାଇପାରୁଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଲେଖିଥିବା ଚିଠିରେ…

ବରିଷ୍ଠ ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ : ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର- ରାଜ୍ୟରେ ବରିଷ୍ଠ ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି । ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ହୋଇଛନ୍ତି । ମନୋଜ ମହାନ୍ତିଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି । ଇଡ୍‌କୋ ଭୂମି ବିଭାଗର ମୁଖ୍ୟ ପରିଚାଳନା…