ବ୍ଲାକ୍ ଫଙ୍ଗସ୍ ଇଞ୍ଜେକ୍ସନ ‘ଆମ୍ଫୋଟେରିସିନ’ର ରପ୍ତାନୀ ଉପରେ କଟକଣା ଲଗାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ମ୍ୟୁକୋରମାଇକୋସିସ୍ ବା ବ୍ଲାକ୍ ଫଙ୍ଗସ୍ର ଚିକିତ୍ସାରେ ବ୍ୟବହାର ହେଉଥିବା ଇଞ୍ଜେକ୍ସନ୍ ‘ଆମ୍ଫୋଟେରିସିନ-ବି’ର ରପ୍ତାନୀ ଉପରେ କେନ୍ଦ୍ର ସରକାର କଟକଣା ଲଗାଇଛନ୍ତି । ଏନେଇ ବୈଦେଶିକ ବାଣିଜ୍ୟ ନିର୍ଦ୍ଦେଶାଳୟ (ଡିଜିଏଫ୍ଟି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି, ଯେଉଁଥିରେ…