ଆସନ୍ତା ୪ ଦିନ ମଧ୍ୟରେ ଅନେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା, ରଜବେଳକୁ ଓଡିଶା ଆସିବ ମୌସୁମୀ
ଭୁବନେଶ୍ୱର- ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ପବନର ପୂର୍ବାନୁମାନ କରାଯାଇଛି । ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି,…