ଗୀତା ମାହାତ୍ମ୍ୟ: ଶୃତିବିପ୍ରତିପନ୍ନା ତେ ଯଦା ସ୍ଥାସ୍ୟତି ନିଶ୍ଚଳା। ସମାଧାବଚଳା ବୁଦ୍ଧିସ୍ତଦା ଯୋଗ ମବାପସ୍ୟସି।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ କର୍ମଫଳ ବିଷୟରେ ଭଗବାନ ଶ୍ରୀକୃଷ୍ଣ କହୁଛନ୍ତି: - ଶୃତିବିପ୍ରତିପନ୍ନା ତେ ଯଦା ସ୍ଥାସ୍ୟତି ନିଶ୍ଚଳା। ସମାଧାବଚଳା ବୁଦ୍ଧିସ୍ତଦା ଯୋଗ ମବାପସ୍ୟସି।। ହେ ଅର୍ଜୁନ ! ବିଭିନ୍ନ ପ୍ରକାର କଥା ଶୁଣିଶୁଣି ବିଚଳିତ ହୋଇଯାଇଥିବା ତୁମର ବୁଦ୍ଧି…

ଟି-୨୦ ବିଶ୍ୱକପ: ପାକିସ୍ତାନକୁ ହରାଇ ଫାଇନାଲରେ ଅଷ୍ଟ୍ରେଲିଆ

ଦୁବାଇ: ଟି୨୦ ବିଶ୍ୱକପରେ ଗୁରୁବାର ରୋମାଞ୍ଚକ ଦ୍ୱିତୀୟ ସେମିଫାଇନାଲରେ ପାକିସ୍ତାନକୁ ୫ ୱିକେଟରେ ହରାଇ ଅଷ୍ଟ୍ରେଲିଆ ଫାଇନାଲକୁ ଉନ୍ନୀତ ହୋଇଛି । ଏହି ସଂଘର୍ଷପୂର୍ଣ୍ଣ ସେମିରେ ପାକିସ୍ତାନ ପ୍ରଥମେ ବ୍ୟାଟିଂ ଆମନ୍ତ୍ରିତ ହେବା ପରେ ମହମ୍ମଦ ରିଜୱାନଙ୍କ ଅର୍ଦ୍ଧଶତକ ସହାୟତାରେ ୪ ୱିକେଟ୍ ହରାଇ…

ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ ଅଭିନବ ୫-ଟି ଉପକ୍ରମ ଅଧୀନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ହାଇସ୍କୁଲର ଲୋକାର୍ପଣ କରିଛନ୍ତି। ସୁନ୍ଦରଗଡ଼କୁ ମିଶାଇ ୫ଟି ଜିଲ୍ଲାରେ ରୂପାନ୍ତରିତ ମୋଟ ୧୪୨ଟି ହାଇସ୍କୁଲର ଲୋକାର୍ପଣ…