ଆଉ ଏକ ବାତ୍ୟା ଓ ପୁଣି ଜିରୋ କାଜୁଆଲିଟିର ଲକ୍ଷ୍ୟ : ପ୍ରଭାବିତ ହେବାକୁ ଥିବା ଅଂଚଳରୁ ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…
ଭୁବନେଶ୍ୱର – ମାଡିଆସୁଥିବା ବାତ୍ୟା ୟାଶ ଦୃଷ୍ଟିରୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।
ଆସନ୍ତାକାଲି ଅପରାହ୍ନ ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବ । ଜିରୋ…