ସତର୍କତାର ସହ ଚାଲିଛି ରଥ ଯାତ୍ରା ପ୍ରସ୍ତୁତି

ସେ ବିଶ୍ଵନିୟନ୍ତା, ସେ ଜଗତର ନାଥ। କୌଣସି ମହାମାରୀ ଅଟକାଇ ପାରିବନି ତାଙ୍କ ମହାର୍ଘ୍ୟ କାର୍ଯ୍ୟ। କୋଟି କୋଟି ହିନ୍ଦୁଙ୍କ ଆରାଧ୍ୟ ଦେବତା ସେ, ଲକ୍ଷ ଲକ୍ଷ ଓଡ଼ିଆ ଯାହାକୁ ଭୋର ହେବା ମାତ୍ରକେ ଭକ୍ତିର ସହ ସ୍ମରଣ କରି ହାତ ଯୋଡ଼ନ୍ତି ତାଙ୍କର ବାର୍ଷିକ ଓ ପାରମ୍ପରିକ ଯାତ୍ରାକୁ ପୁଣି ଅଟକାଇ…

ଉତ୍ତର ପ୍ରଦେଶର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ଭଗବାନ ସାହା: ଆହ୍ଲାବାଦ ହାଇକୋର୍ଟ

ଲକ୍ଷ୍ନୌ: କରୋନା ମହାସଙ୍କଟ ମଧ୍ୟରେ ଉତ୍ତର ପ୍ରଦେଶର ବିପର୍ଯ୍ୟୟ ସ୍ୱାସ୍ଥ୍ୟ ଭିତ୍ତିଭୂମି ନେଇ ଆହ୍ଲାବାଦ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି । ବିଶେଷକରି ରାଜ୍ୟର ଛୋଟ ସହର, ଗ୍ରାମାଞ୍ଚଳ ଗୁଡିକରେ ଦୟନୀୟ ସ୍ୱାସ୍ଥ୍ୟସେବା ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଉତ୍ତର ପ୍ରଦେଶର…

ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: କୋଭିଡ଼ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ଼ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ…

ରାଜ୍ୟରେ ଲକଡାଉନ ଅବଧି ଜୁନ ପହିଲା ଯାଏଁ ବୃଦ୍ଧି, କୋହଳ ସମୟସୀମା ଦୁଇ ଘଂଟା ହ୍ରାସ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ରୋକିବା ପାଇଁ ଲକଡାଉନ ଅବଧିକୁ ଜୁନ ୧ ଯାଏଁ ବୃଦ୍ଧି କରାଯାଇଛି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟରେ ଲକଡାଉନ ବୃଦ୍ଧି ନେଇ ଘୋଷଣା କରିଛନ୍ତି । ତେବେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ କଟକଣା କୋହଳ ସମୟକୁ ୨ ଘଂଟା କମାଇ…

ରାଜ୍ୟରେ ଲକଡାଉନ ଅବଧି ଜୁନ ପହିଲା ଯାଏଁ ବୃଦ୍ଧି

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ରୋକିବା ପାଇଁ ଲକଡାଉନ ଅବଧିକୁ ଜୁନ ୧ ଯାଏଁ ବୃଦ୍ଧି କରାଯାଇଛି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟରେ ଲକଡାଉନ ବୃଦ୍ଧି ନେଇ ଘୋଷଣା କରିଛନ୍ତି । ରାଜ୍ୟରେ କୋରୋନାର ଦ୍ୱିତୀୟ ଲହରୀରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଲା ପରେ ଏହି ମାସ ୫…

ବଙ୍ଗୋପ ସାଗରରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର – ତଉତକେ ପରେ ଏବେ ଆଉ ଏକ ବାତ୍ୟା ଆସିବା ଆଶଙ୍କା କରାଯାଉଛି । ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୭ ଦିନ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି । ଆସନ୍ତା ୨୨ରୁ…