ଲକଡାଉନ୍ ବେଳେ ରାହା ଦେଖାଇଲା ମିଶନଶକ୍ତି, ମାଛ ଚାଷ ଆଣିଲା ମହିଳାଙ୍କ ହସ

ସମ୍ବଲପୁର : କରୋନା ମହାମାରୀ ପାଇଁ ଜୀବନ ଜୀବିକା ଘୋର ପ୍ରଭାବିତ ହୋଇଛି । ବିଶେଷ କରି ଏହି ଦ୍ବିତୀୟ ଲହରରେ ଭୟଙ୍କର ସଂକ୍ରମଣ ହେବା ସହ ଗ୍ରାମାଞ୍ଚଳରେ ଅଧିକ ବ୍ୟାପୁଥିବାରୁ ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି । ଏଭଳି ସ୍ଥିତିରେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସୟଂସହାୟକ ଗୋଷ୍ଠୀର…

କୋଭିଡ୍ ସ୍ଥିତି ନେଇ ମୁହଁ ଖୋଲିଲା ସଂଘ, ଉଭୟ ସରକାର ଓ ଜନସାଧାରଣଙ୍କୁ ଦାୟୀ କଲା

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ସ୍ଥିତି ନେଇ ମୁହଁ ଖୋଲିଛି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସ୍‌ଏସ୍‌) । ବିସ୍ଫୋରକ କୋଭିଡ୍ ସଂକ୍ରମଣ ପାଇଁ ଆରଏସ୍‌ଏସ୍ ମୁଖ୍ୟ ମୋହନ ଭାଗବତ ଉଭୟ ସରକାର ଓ ଲୋକଙ୍କୁ ଦାୟୀ କରିଛନ୍ତି । ପଜିଟିଭିଟି ଅନଲିମିଟେଡ୍ ଶୀର୍ଷକ କାର୍ଯ୍ୟକ୍ରମରେ ଭାଗବତ କହିଛନ୍ତି…

ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍‌ଣ୍ଡିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍‌ଣ୍ଡିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ୍ରି ହସପିଟାଲ୍ ନିର୍ଦ୍ଦେଶକଙ୍କ ସହ କଥା ହୋଇ ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ନବୀନ । ଆମ୍ରି ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି ସୁଦାମ…

ପବିତ୍ର ଅକ୍ଷୟ ତୃତୀୟାରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ, ପାରମ୍ପରିକ ରୀତିନୀତି ସହ ରଥ ନିର୍ମାଣ…

ପୁରୀ – କୋରୋନା କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ବି ଅନୁକୂଳ ହୋଇଛି । ଆସନ୍ତା ଘୋଷ ଯାତ୍ରା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ତିନି ରଥର ନିର୍ମାଣ କାର୍ଯ୍ୟ ପାରମ୍ପରିକ ଭାବେ ଆରମ୍ଭ ହୋଇଛି ।…