କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।  ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲାକୁ…

୨ ରୁ ୧୮ ବର୍ଷ ବୟସ୍କଙ୍କ ଉପରେ କୋଭାକ୍ସିନର ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରି

ନୂଆଦିଲ୍ଲୀ: ଭାରତ ବାୟୋଟେକର କୋଭାକ୍ସିନ ଟିକାର ୨ ରୁ ୧୮ ବର୍ଷ ବୟସ ବର୍ଗଙ୍କ ଉପରେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଭାରତୀୟ ଔଷଧ ନିୟନ୍ତ୍ରକ (ଡିସିଜିଆଇ) ମଞ୍ଜୁରି ଦେଇଛନ୍ତି | ଡିସିଜିଆଇରୁ ସବୁଜ ସଙ୍କେତ ପାଇବା ପରେ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକ ୫୨୫ ସୁସ୍ଥ…