କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।  ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲାକୁ…

୨ ରୁ ୧୮ ବର୍ଷ ବୟସ୍କଙ୍କ ଉପରେ କୋଭାକ୍ସିନର ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରି

ନୂଆଦିଲ୍ଲୀ: ଭାରତ ବାୟୋଟେକର କୋଭାକ୍ସିନ ଟିକାର ୨ ରୁ ୧୮ ବର୍ଷ ବୟସ ବର୍ଗଙ୍କ ଉପରେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଭାରତୀୟ ଔଷଧ ନିୟନ୍ତ୍ରକ (ଡିସିଜିଆଇ) ମଞ୍ଜୁରି ଦେଇଛନ୍ତି | ଡିସିଜିଆଇରୁ ସବୁଜ ସଙ୍କେତ ପାଇବା ପରେ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକ ୫୨୫ ସୁସ୍ଥ…

ରାଜୀବ ଗାନ୍ଧୀ ହତ୍ୟା ମାମଲାର ତଦନ୍ତ କରିଥିବା ପୂର୍ବତନ ସିବିଆଇ ଅଧିକାରୀଙ୍କ ପରଲୋକ

ଚେନ୍ନାଇ: ରାଜୀବ ଗାନ୍ଧୀ ହତ୍ୟା ମାମଲାର ତଦନ୍ତ କରିଥିବା ପୂର୍ବତନ ସିବିଆଇ ଅଧିକାରୀ କେ.ରଘୁନାଥମ ଆଉ ନାହାନ୍ତି । ରଘୁନାଥମଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି । ତାଙ୍କୁ ୭୬ ବର୍ଷ ହୋଇଥିଲା । ସେ କରୋନା ଆକ୍ରାନ୍ତ ଥିଲେ ଏବଂ ନିକଟରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ଅନୁପମ ଖେର୍, କହିଲେ ଛବି ସୁଧାରିବା ଅପେକ୍ଷା ସରକାର ଲୋକଙ୍କ ଜୀବନ ବଞ୍ଚାନ୍ତୁ

ନୂୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହରୀ ସାରା ଦେଶକୁ କଲବଲ କରୁଛି । ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକ ପ୍ରାଣ ହରାଉଛନ୍ତି। ଏଭଳି ମହାସଙ୍କଟରେ ବଲିଉଡର ଅନେକ ଜଣାଶୁଣା ବ୍ୟକ୍ତିତ୍ୱ ଦେଶକୁ ନିଜ ନିଜ ସ୍ତରରେ ସାହାଯ୍ୟ କରୁଛନ୍ତି। ଭେଟେରାନ ଅଭିନେତା ଅନୁପମ…