ମହିଳା କ୍ରିକେଟ ଦଳର କୋଚ୍ ଭାବେ ଫେରିଲେ ରମେଶ ପାୱାର

ନୂଆଦିଲ୍ଲୀ : ପୂର୍ବତନ ସ୍ପିନର ରମେଶ ପାୱାର ଦୁଇବର୍ଷ ପରେ ପୁଣି ଭାରତୀୟ ମହିଳା କ୍ରିକେଟ ଦଳର ମୁଖ୍ୟ କୋଚ୍ ଭାବେ ଫେରିଛନ୍ତି । ମଦନ ଲାଲଙ୍କ ନେତୃତ୍ୱାଧୀନ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) କୋଚ୍ ପଦ ପାଇଁ ୮ ଜଣ ପ୍ରାର୍ଥୀଙ୍କ ସାକ୍ଷାତକାର ନେଇଥିଲେ । ପାୱାରଙ୍କୁ ଏହି ଦାୟିତ୍ୱ ପାଇଁ…

କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।  ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲାକୁ…