ପୁଣି ବଢ଼ିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚିଛି। ଏହା ସତ୍ତ୍ୱେ କେନ୍ଦ୍ର ସରକାରଙ୍କ ନିରବତା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ମଙ୍ଗଳବାର ପୁଣି ତେଲ ଦରରେ ବୃଦ୍ଧି ଘଟିଛି, ଯଦିଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ପେଟ୍ରୋଲ ଲିଟର ପିଛା ପୁଣି…

ଭିଜିଲାନ୍ସ ଜାଲରେ ଆଉ ଜଣେ ଥାନା ବାବୁ

ଭୁବନେଶ୍ୱର- ଆଉ ଜଣେ ଥାନା ବାବୁ ଏବେ ଭିଜିଲାନ୍ସ ଜାଲରେ । ବହିଷ୍କୃତ କନେଷ୍ଟବଳ ପ୍ରସନ୍ନ ବେହେରାଙ୍କ ପରେ ଏବେ ଆୟବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଫସିଛନ୍ତି ଜଣେ ଫାଣ୍ଡି ଅଧିକାରୀ । ଢେଙ୍କାନାଳ ଜିଲ୍ଲା ମହାବିରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି ।…

ତିନି ଲୋକସଭା, ୨୯ଟି ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳ ଆଜି ଘୋଷଣା ହେବ

ନୂଆଦିଲ୍ଲୀ: ଅକ୍ଟୋବର ୩୦ରେ ତିନିଟି ଲୋକସଭା ଆସନ ଏବଂ ଦେଶର ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୨୯ଟି ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା ହେବ । ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ତିନୋଟି ନୂଆ କୃଷି ଆଇନକୁ ବିରୋଧ କରି ହରିୟାଣା ବିଧାନସଭା ରୁ…

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ଗିରଫ

ମୁମ୍ବାଇ: ମନି ଲଣ୍ଡ୍ରିଂ ଓ ବଟି ଆଦାୟ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଗିରଫ କରିଛି । ଦେଶମୁଖଙ୍କୁ ପ୍ରାୟ ୧୨ ଘଣ୍ଟାର ଜେରା ପରେ ସୋମବାର ବିଳମ୍ବିତ ରାତିରେ ଗିରଫ କରାଯାଇଥିଲା। ତାଙ୍କ ଗିରଫଦାରୀ ସମ୍ପର୍କରେ ଇଡି…

ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଂଟନର କରିବେ…

ସମ୍ବଲପୁର -ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଗସ୍ତରେ ଯିବେ । କୁଚିଣ୍ଡାଠାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଆଜି ଦି ୧୧ଟାରେ ମୁଖ୍ୟମନ୍ତ୍ରୀ କୁଚିଣ୍ଡାରେ…