ଜମ୍ମୁ-କାଶ୍ମୀର ଗସ୍ତରେ ଗୃହମନ୍ତ୍ରୀ ଅମିତ ଶାହ, ସୁରକ୍ଷା ସ୍ଥିତିର କରିବେ ସମୀକ୍ଷା

ନୂଆଦିଲ୍ଲୀ: ଧାରା ୩୭୦ ରଦ୍ଦ ହେବା ପରେ ପ୍ରଥମ ଥର ଜମ୍ମୁ-କାଶ୍ମୀର ଗସ୍ତରେ ଯାଇଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଶ୍ରୀନଗରରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ବିମାନବନ୍ଦରରେ ଉପରାଜ୍ୟପାଳ ମନୋଜ ସିହ୍ନା ଏବଂ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ପାଛୋଟି ନେଇଥିଲେ। ତାଙ୍କର ତିନି…

ବାଲିଘାଟ ସୀମାକୁ ନେଇ ଭୁବନ ଥାନା ଯମୁନାକୋଟ ଗାଁରେ ଗୋଷ୍ଠୀ ସଂଘର୍ଷ, ୬ ଆହତ

ଢେଙ୍କାନାଳ – ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଯମୁନାକୋଟ ଗାଁରେ ଗୋଷ୍ଠୀ ସଂଘର୍ଷ ଘଟି ୬ ଜଣ ଆହତ ହୋଇଛନ୍ତି । ବ୍ରାହ୍ମଣୀ ମାର୍ଥାପୁର ବାଲିଘାଟ ସୀମାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ସଂଘର୍ଷ ହୋଇଛି । ଆହତଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଜିଲ୍ଲା ହସପିଟାଲରେ ଭର୍ତ୍ତି…

କରୋନା ଅପଡେଟ୍: ହଠାତ୍ ବଢ଼ିଗଲା ମୃତ୍ୟୁ ସଂଖ୍ୟା, ଦିନକରେ ୬୬୬ ମୃତ, ୧୬,୩୨୬ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସମଗ୍ର ଦେଶରେ ୧୬,୩୨୬ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହା ସହିତ ଦେଶରେ ମୋଟ କୋଭିଡ ମାମଲା ୩ କୋଟି ୪୧ ଲକ୍ଷ ୫୯ ହଜାର ୫୬୨କୁ ବୃଦ୍ଧି ପାଇଛି। ତେବେ ସମଗ୍ର ଦେଶରେ କୋଭିଡ ଜନିତ ମୃତ୍ୟୁସଂଖ୍ୟା ହଠାତ୍ ବଢିଯାଇଛି । ଦିନକରେ ଏହି ମହାମାରୀରେ ୬୬୬ ଜଣଙ୍କର…

କଲେଜ ଓ ବିଶ୍ୱବିଦ୍ୟାଳୟରେ ଆଜିଠାରୁ ପ୍ରଥମ ପର୍ଯ୍ୟାୟ ପିଜି ନାମଲେଖା

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ବିଭାଗରେ ଆଜିଠାରୁ ନାମଲେଖା ଆରମ୍ଭ ହୋଇଛି । ଗତକାଲି ପ୍ରଥମ ଚୟନ ତାଲିକା ପ୍ରକାଶ ପାଇଥିଲା । ପ୍ରଥମ ପର୍ଯ୍ୟାୟରେ ମୋଟ ୧୨ ହଜାର ୨୧୪ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ୪ ହଜାର ୭୧୩…