ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅର ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ସନ୍ଦେହଜନକ ମୃତ୍ୟୁ । ପାତ୍ରପଡ଼ା ଗାଁ ନିକଟରେ ଥିବା ପୋଖରୀରୁ ଉଦ୍ଧାର ହୋଇଛି ମୃତଦେହ । ତେବେ ତାଙ୍କୁ କେହି ଦୁବୃତ୍ତ୍ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି । ତେବେ ନବୀନ ଦାସ ସୋସିଆଲ ମିଡିଆରେ ଏକ ଭାବବିହ୍ୱଳ ପୋଷ୍ଟ…

ବରିଷ୍ଠ ସାମ୍ବାଦିକଙ୍କ ପୁଅର ମୃତଦେହ ପୋଖରୀରୁ ଉଦ୍ଧାର

ଭୁବନେଶ୍ୱର- ରାଜଧାନୀ ଉପକଣ୍ଠ ପାତ୍ରପଡା ନିକଟସ୍ଥ ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ ପୁଅ ମନୀଷ ଅନୁରାଗ ବୋଲି ସୂଚନା ମିଳିଛି । ଏହି ମାମଲାରେ ସ୍ଥାନୀୟ ପୋଲିସ ଓ କମିଶନରେଟ ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି ।…

ଖରିଫ ଋତୁରେ ଧାନ କିଣା ଓ ବଳକା ଉଷୁନା ଚାଉଳ କିଣିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆଗାମୀ ଖରିଫ ଋତୁରେ ଧାନକିଣା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ବଳକା ଉଷୁନା ଚାଉଳ ବିକ୍ରି ନେଇ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଖରିଫ ଋତୁରେ ୫୨ ଲକ୍ଷ ମେଟ୍ରିକ ଟନ୍…

ପୁରୁଷ ଟି-୨୦ ବିଶ୍ୱକପରେ ପ୍ରଥମ ଥର ଡିଆରଏସ୍ ଲାଗୁ ହେବ

ଦୁବାଇ: ଆଇପିଏଲ୍ ପରେ ଅକ୍ଟୋବର ୧୭ ରୁ ୟୁଏଇ ଓ ଓମାନରେ ଟି-୨୦ ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି | ଚଳିତ ବର୍ଷ ପୁରୁଷ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଥର ପାଇଁ ଡିସିସନ୍ ରିଭ୍ୟୁ ସିଷ୍ଟମ (ଡିଆରଏସ୍) ବ୍ୟବହାର କରିବାକୁ ଆଇସିସି ନିଷ୍ପତ୍ତି ନେଇଛି। ଆଇସିସିର ବିବୃତ୍ତି ଅନୁଯାୟୀ,…

ନକ୍ସଲ ମୂଷାକୀଙ୍କ କନ୍ଧମାଳ ଏସପିଙ୍କ ଆଗରେ ଆତ୍ମସମର୍ପଣ

ଫୁଲବାଣୀ - ନକ୍ସଲ ରାହୁଲ ମୂଷାକୀ ଓରଫ ପିଣ୍ଟୁ ଆତ୍ମସମର୍ପଣ କରିଛନ୍ତି । କନ୍ଧମାଳ ଜିଲ୍ଲା ଏସପି ବିନୀତ ଅଗ୍ରୱାଲଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତିି ମୂଷାକୀ । ଛତିଶଗଡ ସୁକମା ଜିଲ୍ଲାରେ ମୂଷାକୀଙ୍କ ଘର । ମୂଷାକୀ ୨୦୧୫ରେ ନକ୍ସଲ ସଂଗଠନରେ ସାମିଲ ହୋଇଥିଲେ । ସେ ବଂଶଧାରା ଘୁମୁସର…

ଆଜିଠାରୁ ଆଇପିଏଲର ପ୍ଲେ ଅଫ୍ ପର୍ଯ୍ୟାୟ, ପ୍ରଥମ କ୍ୱାଲିଫାୟରରେ ଚେନ୍ନାଇ-ଦିଲ୍ଲୀ ମୁହାଁମୁହିଁ

ଦୁବାଇ: ଆଇପିଏଲ୍‌-୨୦୨୧ର ପ୍ଲେ ଅଫ୍ ପର୍ଯ୍ୟାୟ ଆଜି ଠାରୁ ଆରମ୍ଭ ହେଉଛି । ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ କ୍ୱାଲିଫାୟରରେ ତିନି ଥରର ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍‌ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହେବ । ମହେନ୍ଦ୍ର ସିଂ ଧୋନିଙ୍କ ଅଭିଜ୍ଞ ଦଳକୁ…